Ruth 3:5 — Compare Translations
5 translations compared side by side
Odia - 1840
"ଏହାପରେ ଋତ ଉତ୍ତର ଦଲୋ, ତୁମ୍ଭେ ଯାହା କହିଲ, ମୁ ତାହା ନିଶ୍ଚିତ କରିବି। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଋତ ଉତ୍ତର ଦେଲା, “ତୁମ୍ଭେ ଯାହା କହିଲ, ମୁଁ ତାହା ନିଶ୍ଚିତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”