Ruth 3:6 — Compare Translations

5 translations compared side by side

Odia - 1840
"ଏଣୁ ଋତ ସହେି ଖଳାକକ୍ସ୍ଟ ୟାଇ ନିଜର ଶାଶୂର କଥା ଅନକ୍ସ୍ଟସା ରେ କାର୍ୟ୍ଯମାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଋତ ସେହି ଖଳାକୁ ଯାଇ ନିଜର ଶାଶୁର କଥା ଅନୁସାରେ କାର୍ଯ୍ୟମାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।