Ruth 3:7 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଖାଇପିଇ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ ସେ ଅମାର ପାଖ ରେ ଶଯନ କରିବାକୁ ଗଲେ। ତହିଁରେ ଋତ ଧୀ ରେ ଧୀ ରେ ୟାଇ ବୋଯାଜର ପାଦ ପାଖ ସ୍ଥାନ ଅନାବୃତ୍ତ କରି ପଡି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଖାଇପିଇ ସାରି ବୋୟାଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ ସେ ଅମାର ପାଖରେ ଶୟନ କରିବାକୁ ଗଲେ। ତହିଁରେ ଋତ ଧୀରେ ଧୀରେ ଯାଇ ବୋୟାଜର ପାଦ ପାଖ ସ୍ଥାନ ଅନାବୃତ୍ତ କରି ପଡ଼ି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।