Ruth 3:8 — Compare Translations
5 translations compared side by side
Odia - 1840
"ମଧ୍ଯରାତ୍ର ସମୟରେ ସହେି ଲୋକ ପଡିଉଠି ଆଶ୍ଚର୍ୟ୍ଯ ହାଇେ ଅନାଇ ଦେଖିଲା ତା'ର ପାଦ ନିକଟରେ ଏକ ସ୍ତ୍ରୀ ଶଯନ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି । ତହିଁରେ ସେ ପଚାରିଲା, ତୁମ୍ଭେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ମଧ୍ୟରାତ୍ର ସମୟରେ ସେହି ଲୋକ ଉଠିପଡ଼ି ଆଶ୍ଚର୍ଯ୍ୟ ହୋଇ ଅନାଇ ଦେଖିଲା ତା’ର ପାଦ ନିକଟରେ ଏକ ସ୍ତ୍ରୀ ଶୟନ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”