Ruth 3:9 — Compare Translations
5 translations compared side by side
Odia - 1840
"ବୋୟଜ ପଗ୍ଭରିଲା, ଆପଣ କିଏ?ା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”