Ruth 4:1 — Compare Translations

5 translations compared side by side

Odia - 1840
"ବୋୟଜ ନଗର ଦ୍ବାରକକ୍ସ୍ଟ ଗଲା ଏବଂ ସଠାେରେ ବସିଲା, ସେ କହିଥିବା ନିକଟ ସଐର୍କୀଯକକ୍ସ୍ଟ ଯାଉଥିବାର ଦେଖିଲା। ତେଣୁ ସେ ତାହାକକ୍ସ୍ଟ ଡାକି କହିଲେ, ଆସ ଏବଂ ଏହିଠା ରେ ବସ! ତେଣୁ ସେ ଲୋକଟି ଆସିଲା ଓ ସହେିଠା ରେ ବସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରୁ ବୋୟଜ ନଗରଦ୍ଵାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, ହେ ବନ୍ଧୁ, ଏଠିକି ଆସି ବସ; ଏଣୁ ସେ ଆସି ସେଠାରେ ବସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବୋୟାଜ ଏବଂ ତାଙ୍କର ସମ୍ପର୍କୀୟ ବୋୟାଜ ନଗର ଦ୍ୱାରକୁ ଗଲା ଏବଂ ସେଠାରେ ବସିଲା, ସେ କହିଥିବା ନିକଟ ସମ୍ପର୍କୀୟକୁ ଯାଉଥିବାର ଦେଖିଲା। ତେଣୁ ସେ ତାହାକୁ ଡାକି କହିଲେ, “ଆସ ଏବଂ ଏହିଠାରେ ବସ!” ତେଣୁ ସେ ଲୋକଟି ଆସିଲା ଓ ସେହିଠାରେ ବସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।