Ruth 4:10 — Compare Translations
5 translations compared side by side
Odia - 1840
"ମୁ ମଧ୍ଯ ମାୟୋବ ଦେଶୀଯ ମୃତ ମହଲୋନର ବିଧବା ସ୍ତ୍ରୀ ଋତକକ୍ସ୍ଟ ମାରେ ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳ ରେ ମୃତ ବ୍ଯକ୍ତିର ଜମିଜମା ସବୁ ତା'ର ପରିବାର ରେ ରହିବ। ଏହି ପ୍ରକାର ରେ ମୃତ ଲୋକର ନାମ ପୁରାପୁରି ଭୂଲି ହବେନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆପଣା ଭ୍ରାତୃଗଣ ମଧ୍ୟରୁ ଓ ଆପଣା ବସତି-ସ୍ଥାନର ଦ୍ଵାରରୁ ସେହି ମୃତବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ଭାର୍ଯ୍ୟା ମୋୟାବ ଦେଶୀୟା ରୂତକୁ ଆପଣା ଭାର୍ଯ୍ୟା ରୂପେ ଲାଭ କଲି; ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ମୋୟାବ ଦେଶୀୟ ମୃତ ମହଲୋନର ବିଧବା ସ୍ତ୍ରୀ ଋତକୁ ମୋର ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳରେ ମୃତ ବ୍ୟକ୍ତିର ଜମିଜମା ସବୁ ତା’ର ପରିବାରରେ ରହିବ। ଏହି ପ୍ରକାରରେ ମୃତ ଲୋକର ନାମ ପୁରାପୁରି ଭୂଲି ହେବ ନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତିସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”