Ruth 4:11 — Compare Translations
5 translations compared side by side
Odia - 1840
"ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସମାନେେ କହିଲେ, ରାହେଲ ଓ ଲୟୋପରି ୟିଏ କି ଇଶ୍ରାୟେଲର ଗୃହ ନିର୍ମାଣ କଲେ, ସହେିପରି ସଦାପ୍ରଭୁ ଏହି ସ୍ତ୍ରୀ ଲୋକଟିକକ୍ସ୍ଟ ତୁମ୍ଭର ଗୃହକକ୍ସ୍ଟ ଆଣନ୍ତକ୍ସ୍ଟ। ତୁମ୍ଭେ ଏଫ୍ରାଥା ରେ ଶକ୍ତିଶାଳୀ ଓ ବୈଥଲହମେ ରେ ପ୍ରସିଦ୍ଧ ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନଗରଦ୍ଵାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକି କରନ୍ତୁ; ଆଉ, ତୁମ୍ଭେ ଏଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥ୍ଲିହିମରେ⇧ ତୁମ୍ଭର ସୁଖ୍ୟାତି ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରାଚୀନବର୍ଗ ଏବଂ ଫାଟକ ନିକଟରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ଏହାର ସାକ୍ଷୀ ରହିଲେ। ସେମାନେ କହିଲେ, “ରାହେଲ ଓ ଲେୟାପରି ଯିଏ କି ଇସ୍ରାଏଲର ଗୃହ ନିର୍ମାଣ କଲେ, ସେହିପରି ସଦାପ୍ରଭୁ ଏହି ସ୍ତ୍ରୀଲୋକଟିକୁ ତୁମ୍ଭର ଗୃହକୁ ଆଣନ୍ତୁ। ତୁମ୍ଭେ ଏଫ୍ରାଥାରେ ଶକ୍ତିଶାଳୀ ଓ ବୈଥ୍ଲେହମରେ ପ୍ରସିଦ୍ଧ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।”