Ruth 4:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି ୟକ୍ସ୍ଟବତୀ ଦ୍ବାରା ତୁମ୍ଭକୁ ଯେଉଁ ସନ୍ତାନ ଦବେେ, ତାହା ଦ୍ବାରା ତୁମ୍ଭର ବଂଶ ତାମର ଗର୍ଭ ରେ ୟକ୍ସ୍ଟହକ୍ସ୍ଟଦା ରେ ଜନ୍ମିତ ପରେସର ବଂଶ ତକ୍ସ୍ଟଲ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି ଯୁବତୀ ଦ୍ଵାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ଵାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାରେ ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”