Ruth 4:13 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ବୋୟଜ ଋତକକ୍ସ୍ଟ ବିବାହ କଲେ। ସଦାପ୍ରଭୁ ଋତକକ୍ସ୍ଟ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପକ୍ସ୍ଟତ୍ର ସନ୍ତାନ ଜନ୍ମ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ଭାର୍ଯ୍ୟା ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ବୋୟାଜ ଋତକୁ ବିବାହ କଲେ। ସଦାପ୍ରଭୁ ଋତକୁ ଆଶୀର୍ବାଦ କରନ୍ତେ ସେ ଗର୍ଭବତୀ ହେଲା, ଏବଂ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।