Ruth 4:14 — Compare Translations

5 translations compared side by side

Odia - 1840
"ସହରର ସ୍ତ୍ରୀ ଲୋକମାନେ ନୟମୀକକ୍ସ୍ଟ କହିଲେ, ଧନ୍ଯ ସହେି ସଦାପ୍ରଭୁ, ୟିଏ ତୁମ୍ଭକୁ ଏହି ସନ୍ତାନ ଦଇେଛନ୍ତି। ସେ ଇଶ୍ରାୟେଲ ଦେଶ ରେ ବିଖ୍ଯାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସହରର ସ୍ତ୍ରୀଲୋକମାନେ ନୟମୀକୁ କହିଲେ, “ଧନ୍ୟ ସେହି ସଦାପ୍ରଭୁ, ଯିଏ ତୁମ୍ଭକୁ ଏହି ସନ୍ତାନ ଦେଇଛନ୍ତି। ସେ ଇସ୍ରାଏଲ ଦେଶରେ ବିଖ୍ୟାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସ୍ତ୍ରୀମାନେ ନୟମୀକୁ କହିଲେ, “ଧନ୍ୟ ସଦାପ୍ରଭୁ,” ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।