Ruth 4:15 — Compare Translations

5 translations compared side by side

Odia - 1840
"ବୃଦ୍ଧାବସ୍ଥା ରେ ସେ ତୁମ୍ଭକୁ ସାନ୍ତ୍ବନା ଦବେ ଓ ତୁମ୍ଭକୁ ପ୍ରତିପାଳନ କରିବ। ତୁମ୍ଭର ବୋହୂ ସାତଟି ପକ୍ସ୍ଟତ୍ର ଅପେକ୍ଷା ତୁମ୍ଭକୁ ଅଧିକ ପ୍ ରମେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମା ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବୃଦ୍ଧାବସ୍ଥାରେ ସେ ତୁମ୍ଭକୁ ସାନ୍ତ୍ୱନା ଦେବ ଓ ତୁମ୍ଭକୁ ପ୍ରତିପାଳନ କରିବ। ତୁମ୍ଭର ବୋହୂ ସାତୋଟି ପୁତ୍ର ଅପେକ୍ଷା ତୁମ୍ଭକୁ ଅଧିକ ପ୍ରେମ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”