Ruth 4:16 — Compare Translations
5 translations compared side by side
Odia - 1840
"ନୟମୀ ସହେି ବାଳକକକ୍ସ୍ଟ କୋଳାଇ ନଲୋ ଏବଂ ତା'ର ପ୍ରତିପାଳନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନୟମୀ ବାଳକକୁ ଘେନି ଆପଣା କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ନୟମୀ ସେହି ବାଳକକୁ କୋଳାଇ ନେଲା ଏବଂ ତା’ର ପ୍ରତିପାଳନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।