Ruth 4:17 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକମାନେ କହିଲେ, ବର୍ତ୍ତମାନ ନୟମୀର ଏକ ପକ୍ସ୍ଟତ୍ର ଅଛି। ତେଣୁ ସମାନେେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ୟିଶଯର ପିତା ଏବଂ ୟିଶଯ ଥିଲା ରାଜା ଦାଉଦଙ୍କର ପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ । ସେ ଦାଉଦର ପିତାମହ ଯିଶୀର ପିତା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକମାନେ କହିଲେ, “ବର୍ତ୍ତମାନ ନୟମୀର ଏକ ପୁତ୍ର ଅଛି।” ତେଣୁ ସେମାନେ ତା’ର ନାମ ଦେଲେ, ଓବେଦ୍। ସେ ଥିଲା ଯିଶୟର ପିତା ଏବଂ ଯିଶୟ ଥିଲା ରାଜା ଦାଉଦଙ୍କର ପିତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।