Ruth 4:2 — Compare Translations

5 translations compared side by side

Odia - 1840
"ଏହାପରେ ବୋୟଜ କେତକେ ସାକ୍ଷୀ ଠୂଳ କଲେ। ସମାନେେ ନଗରର ଦଶଜଣ ବଯୋଜେଷ୍ଠ ଥିଲେ। ସେ ସମାନଙ୍କେୁ କହିଲେ, ଏହିଠା ରେ ବସ, ତେଣୁ ସମାନେେ ସଠାେରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, ତୁମ୍ଭେମାନେ ଏଠାରେ ବସ, ତେଣୁ ସେମାନେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ କେତେକ ସାକ୍ଷୀ ଠୂଳ କଲେ। ସେମାନେ ନଗରର ଦଶ ଜଣ ବୟୋଜ୍ୟେଷ୍ଠ ଥିଲେ। ସେ ସେମାନଙ୍କୁ କହିଲେ, “ଏହିଠାରେ ବସ, ତେଣୁ ସେମାନେ ସେଠାରେ ବସିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।