Ruth 4:3 — Compare Translations

5 translations compared side by side

Odia - 1840
"ବୋୟଜ ସମାନଙ୍କେର ରକ୍ଷାକର୍ତ୍ତାକକ୍ସ୍ଟ କହିଲା, ନୟମୀ ପର୍ବତମଯ ଦେଶ ମାୟୋବରକ୍ସ୍ଟ ଫରେିଅଛି। ଏବଂ ସେ ତା'ର ଭୂମିକକ୍ସ୍ଟ ବିକ୍ରି କରିବାର ଥିଲା, ଯାହାକି ଏଲିମଲକରେ ଥିଲା ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ତ ଥିଲା, ତାହା ମୋୟାବ ଦେଶରୁ ବାହୁଡ଼ି ଆସିଥିବା ନୟମୀ ବିକ୍ରୟ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବୋୟାଜ ସେମାନଙ୍କର ରକ୍ଷାକର୍ତ୍ତାକୁ କହିଲା, “ନୟମୀ ପର୍ବତମୟ ଦେଶ ମୋୟାବରୁ ଫେରିଅଛି। ଏବଂ ସେ ତା’ର ଭୂମିକୁ ବିକ୍ରି କରିବାର ଥିଲା, ଯାହାକି ଏଲିମେଲକର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।