Ruth 4:5 — Compare Translations

5 translations compared side by side

Odia - 1840
"ଏହାପରେ ବୋୟଜ କହିଲା, ଯବେେ ତୁମ୍ଭେ ନୟମୀଠାରକ୍ସ୍ଟ ଏହି ଜମି କିଣିଛ, ତବେେ ତୁମ୍ଭେ ମୃତ ଲୋକର ସ୍ତ୍ରୀ ମାୟୋବୀଯ ଋତକକ୍ସ୍ଟ ହିଁ ପାଇବ। ମୃତ ଲୋକର ଭୂମିର ବଂଶଧର ପାଇବା ପାଇଁ ତୁମ୍ଭେ ତାକକ୍ସ୍ଟ ବିବାହ କରିବା ଉଚିତ୍। ଏହିପରି ଭାବରେ ସହେି ଜମି ମୃତ ଲୋକର ନାମ ରେ ରହିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବୋୟଜ କହିଲା, ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ଭାର୍ଯ୍ୟା ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ କହିଲା, “ଯେବେ ତୁମ୍ଭେ ନୟମୀଠାରୁ ଏହି ଜମି କିଣିଛ, ତେବେ ତୁମ୍ଭେ ମୃତ ଲୋକର ସ୍ତ୍ରୀ ମୋୟାବୀୟ ଋତକୁ ହିଁ ପାଇବ। ମୃତ ଲୋକର ଭୂମିର ବଂଶଧର ପାଇବା ପାଇଁ ତୁମ୍ଭେ ତାକୁ ବିବାହ କରିବା ଉଚିତ୍। ଏହିପରି ଭାବରେ ସେହି ଜମି ମୃତ ଲୋକର ନାମରେ ରହିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”