Ruth 4:6 — Compare Translations
5 translations compared side by side
Odia - 1840
"ରକ୍ଷାକର୍ତ୍ତା କହିଲା, ମୁ ଏହାକକ୍ସ୍ଟ କ୍ରଯ କରିପାରିବି ନାହିଁ। ଯଦିଓ ଏହା ମାରେଅଧିକାର ଅଟେ, ମୁ ଏହାକକ୍ସ୍ଟ ପାରିବି ନାହିଁ। ଯଦି ମୁ ଏହା କରେ, ମୁ ମାରେ ଜମି ହକ୍ସ୍ଟଏତ ହରାଇପା ରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, ମୁଁ ଆପଣା ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ରକ୍ଷାକର୍ତ୍ତା କହିଲା, “ମୁଁ ଏହାକୁ କ୍ରୟ କରି ପାରିବି ନାହିଁ। ଯଦିଓ ଏହା ମୋର ଅଧିକାର ଅଟେ, ମୁଁ ଏହାକୁ ପାରିବି ନାହିଁ। ଯଦି ମୁଁ ଏହା କରେ, ମୁଁ ମୋର ଜମି ହୁଏତ ହରାଇପାରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”