Ruth 4:7 — Compare Translations

5 translations compared side by side

Odia - 1840
"ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ଯେତବେେଳେ ଲୋକମାନେ ସମାନଙ୍କେର କଠଉ ଅନ୍ୟକକ୍ସ୍ଟ ଦିଅନ୍ତି, ଏହା ଇଶ୍ରାୟେଲ ରେ ବନ୍ଧକ ସଐତ୍ତି ମକ୍ସ୍ଟକକ୍ସ୍ଟଳାଇବାର ସାକ୍ଷୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ଆପଣା ପାଦୁକା କାଢ଼ି ଆନ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ଵରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ଦିନ ପୂର୍ବରୁ ଯେତେବେଳେ ଲୋକମାନେ ସେମାନଙ୍କର କଠଉ ଅନ୍ୟକୁ ଦିଅନ୍ତି, ଏହା ଇସ୍ରାଏଲରେ ବନ୍ଧକ ସମ୍ପତ୍ତି ମୁକୁଳାଇବାର ସାକ୍ଷୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।