Ruth 4:9 — Compare Translations
5 translations compared side by side
Odia - 1840
"ଏହାପରେ ବୋୟଜ, ପ୍ରାଚୀନବର୍ଗ ଓ ସଠାେରେ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲା, ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁ ଆଜି ନୟମୀଠାରକ୍ସ୍ଟ ସମସ୍ତ କିଣକ୍ସ୍ଟଅଛି। ଯାହା କି ଥିଲା ସବୁ ଏଲିମଲକେ, କିଲିୟୋନ ଏବଂ ମହଲୋନ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ, ପ୍ରାଚୀନବର୍ଗ ଓ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁଁ ଆଜି ନୟମୀଠାରୁ ସମସ୍ତ କିଣୁଅଛି। ଯାହାକି ସବୁ ଏଲିମେଲକ, କିଲିୟୋନ ଏବଂ ମହଲୋନର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।