Song of Solomon 1:10 — Compare Translations
5 translations compared side by side
Odia - 1840
"ତୁମ୍ଭର ଗାଲ ରେ ଗଣ୍ଡ ୟୁଗଳ, ତୁମ୍ଭ ଗଳା ଦେଶ ରେ ରତ୍ନହାର ରେ ସୁଶାେଭିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଗାଲରେ ଗଣ୍ଡ ଯୁଗଳ, ତୁମ୍ଭ ଗଳା ଦେଶରେ ରତ୍ନହାରରେ ସୁଶୋଭିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।