Song of Solomon 1:12 — Compare Translations

5 translations compared side by side

Odia - 1840
"ରାଜା ଭୋଜନାସନ ରେ ଉପବିଷ୍ଟ ଥିବା ବେଳେ ମାେ ଜଟାମାଂସୀର ସୁବାସ ବ୍ଯାପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।