Song of Solomon 1:13 — Compare Translations
5 translations compared side by side
Odia - 1840
"ମାରେ ପ୍ରିଯତମ, ମାେ ବକ୍ଷସ୍ଥଳ ମଧିଅରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ଯ ମାେ ପ୍ରତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରିୟତମ, ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।