Song of Solomon 1:14 — Compare Translations

5 translations compared side by side

Odia - 1840
"ମାେ ପ୍ରିଯତମ, ମାେ ପ୍ରତି ଐନଗଦିର ଦ୍ରାକ୍ଷା କ୍ଷେତ୍ରସ୍ଥ ହନୋ ପୁଷ୍ପ ଗୁଚ୍ଛ ତୁଲ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରିୟତମ ମୋʼ ପ୍ରତି ଐନ୍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦିପୁଷ୍ପ ଥୋପା ତୁଲ୍ୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରିୟତମ, ମୋ’ ପ୍ରତି ଐନଗଦିର ଦ୍ରାକ୍ଷାକ୍ଷେତ୍ର‌ସ୍ଥ ହେନା ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରିୟତମ ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।