Song of Solomon 1:15 — Compare Translations
5 translations compared side by side
Odia - 1840
"ଆଗୋ ମାରେ ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ ଦେଖ। ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) କହିଲେ ଆଗୋ ମୋର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ। ଦେଖ, ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।