Song of Solomon 1:16 — Compare Translations

5 translations compared side by side

Odia - 1840
"ଦେଖ, ହେ ମାରେ ପ୍ରିଯତମା, ତୁମ୍ଭେ ସୁନ୍ଦରୀ ଅଟ, ହଁ ତୁମ୍ଭେ ମନୋଲୋଭା ଏବଂ ଆମ୍ଭମାନଙ୍କର ଶୟ୍ଯା ତାଜା ସବୁଜ ଘାସ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ଦେଖ, ହେ ମୋର ପ୍ରିୟତମା, ତୁମ୍ଭେ ସୁନ୍ଦରୀ ଅଟ, ହଁ ତୁମ୍ଭେ ମନୋଲୋଭା ଏବଂ ଆମ୍ଭମାନଙ୍କର ଶଯ୍ୟା ତାଜା ସବୁଜ ଘାସ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।