Song of Solomon 1:17 — Compare Translations

5 translations compared side by side

Odia - 1840
"ଏରସ କାଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦବଦୋରୁ କାଠ ଆମ୍ଭମାନଙ୍କର ବର୍ଗା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି
Odia Bible ERV 2004 (ପବିତ୍ର ବାଇବଲ)
ଏରସ କାଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଠ ଆମ୍ଭମାନଙ୍କର ବର୍ଗା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।
Odia IRV 2017 (ଓଡିଆ ବାଇବେଲ)
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।