Song of Solomon 1:2 — Compare Translations

5 translations compared side by side

Odia - 1840
"ମାେତେ ଚୁମ୍ବନ ଦିଅ। ତୁମ୍ଭ ପାଟି ରେ ମାେତେ ଚୁମ୍ବନ ଦିଅ। ତୁମ୍ଭର ପ୍ ରମେ ଦ୍ରାକ୍ଷାରସଠାରୁ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀ ପୁରୁଷକୁ ଭଲପାଏ ମୋତେ ଚୁମ୍ବନ ଦିଅ। ତୁମ୍ଭ ପାଟିରେ ମୋତେ ଚୁମ୍ବନ ଦିଅ। ତୁମ୍ଭର ପ୍ରେମ ଦ୍ରାକ୍ଷାରସଠାରୁ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।