Song of Solomon 1:3 — Compare Translations
5 translations compared side by side
Odia - 1840
"ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।