Song of Solomon 1:5 — Compare Translations

5 translations compared side by side

Odia - 1840
"ଆଗୋ ୟିରୁଶାଲମର କନ୍ଯାଗଣ, ମୁଁ କଦୋରର ତମ୍ବୁ ତୁଲ୍ଯ, ଶ ଲୋମନଙ୍କର ୟବନିକା ତୁଲ୍ଯ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ ଆଗୋ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।