Song of Solomon 1:6 — Compare Translations
5 translations compared side by side
Odia - 1840
"ମାେତେ ଦେଖ ନାହିଁ କାରଣ ସୂର୍ୟ୍ଯ ମାେତେ କଳା କରିଅଛି। ମାରେ ମାତାର ସନ୍ତାନଗଣ ମାେ ଉପ ରେ ରାଗିଥିଲେ। ସମାନେେ ମାେତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମାରେ ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନଇେ ପାରିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ । ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଦେଖ ନାହିଁ କାରଣ ସୂର୍ଯ୍ୟ ମୋତେ କଳା କରିଅଛି। ମୋର ମାତାର ସନ୍ତାନଗଣ ମୋ’ ଉପରେ ରାଗିଥିଲେ। ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମୋର ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନେଇ ପାରିଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।