Song of Solomon 1:7 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରାଣର ପ୍ରିଯତମ, ତୁମ୍ଭେ କେଉଁଠା ରେ ଆପଣା ଗୋରୁଗାଈ ଚରାଉ ଅଛ। ମଧ୍ଯାହ୍ନ ରେ କେଉଁଠା ରେ ଶଯନ କରାଉ ଅଛ, ତାହା ମାେତେ ଜଣାଅ। ତୁମ୍ଭ ସାଙ୍ଗ ଗହଣ ରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀ ଲୋକପରି ହବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ତାହାଙ୍କୁ (ପୁ) କହେ ହେ ମୋର ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ଗୋରୁଗାଈ ଚରାଉ ଅଛ? ମଧ୍ୟାହ୍ନରେ କେଉଁଠାରେ ଶୟନ କରାଉ ଅଛ, ତାହା ମୋତେ ଜଣାଅ। ତୁମ୍ଭ ସାଙ୍ଗ ଗହଣରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀଲୋକପରି ହେବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
Odia IRV 2017 (ଓଡିଆ ବାଇବେଲ)
ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?