Song of Solomon 1:8 — Compare Translations

5 translations compared side by side

Odia - 1840
"ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚଯ ତୁମ୍ଭେ ଜାଣ କ'ଣ କରିବାକୁ ହବେ। ମଷେମାନଙ୍କୁ ଅନୁସରଣ କର ଏବଂ ତୁମ ମଷଗେଣଙ୍କୁ ମଷେପାଳକ ତମ୍ବୁ ନିକଟରେ ଚରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) ତାହାଙ୍କୁ (ସ୍ତ୍ରୀ) କହେ ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚୟ ତୁମ୍ଭେ ଜାଣ କ’ଣ କରିବାକୁ ହେବ। ମେଷମାନଙ୍କୁ ଅନୁସରଣ କର ଏବଂ ତୁମ ମେଷଗଣଙ୍କୁ ମେଷପାଳକ ତମ୍ବୁ ନିକଟରେ ଚରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Odia IRV 2017 (ଓଡିଆ ବାଇବେଲ)
ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।