Song of Solomon 1:9 — Compare Translations
5 translations compared side by side
Odia - 1840
"ଆଗୋ ମାରେ ପ୍ରିୟେ ମୁଁ ଫାରୋର ରଥର ଅଶ୍ବିନୀ ସଙ୍ଗେ ତୁମ୍ଭର ଉପମା ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ଵିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ମୋର ପ୍ରିୟେ ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।