Song of Solomon 2:1 — Compare Translations
5 translations compared side by side
Odia - 1840
"ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା । ମୁଁ ଶାରୋଣର ଗୋଲାପ । ତଳଭୂମିର ଶୋଶନ୍ ପୁଷ୍ପ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।