Song of Solomon 2:10 — Compare Translations
5 translations compared side by side
Odia - 1840
"ମାହେର ପ୍ରିଯତମ କଥା କହିଲେ ଓ ସେ ମାେତେ କହିଲେ, ହେ ମାରେ ପ୍ରିୟେ, ମାହେର ସୁନ୍ଦରୀ, ଉଠ, ବାହାରି ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।