Song of Solomon 2:12 — Compare Translations
5 translations compared side by side
Odia - 1840
"ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହାଇେଅଛି। ପକ୍ଷୀଗଣର ଗାଯନକାଳ ଉପସ୍ଥିତ ହାଇେଛି। ଆମ୍ଭମାନଙ୍କ ଦେଶ ରେ କପୋତର ଶବ୍ଦ ଶୁଣା ଯାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୂମିରେ ପୁଷ୍ପ ପ୍ରସ୍ଫୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ ଘୁଘୁର ରବ ଶୁଣା ଯାଉଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହୋଇଅଛି। ପକ୍ଷୀଗଣର ଗାୟନକାଳ ଉପସ୍ଥିତ ହୋଇଅଛି। ଆମ୍ଭମାନଙ୍କ ଦେଶରେ କପୋତର ଶବ୍ଦ ଶୁଣା ଯାଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
Odia IRV 2017 (ଓଡିଆ ବାଇବେଲ)
ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;