Song of Solomon 2:13 — Compare Translations

5 translations compared side by side

Odia - 1840
"ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଡିମିରି ବୃକ୍ଷ ସ୍ଵ ଅପକ୍ଵ ଫଳମାନ ପକ୍ଵ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି । ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ପାଚିଲା ଡିମ୍ବିରି ଫଳସବୁ ଡିମ୍ବିରି ବୃକ୍ଷରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହୋଇ ଏହାର ସୁବାସ ବିଚ୍ଛୁରିତ ହୋଇଯାଉଛି। ହେ ମୋର ପ୍ରିୟେ, ମୋର ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Odia IRV 2017 (ଓଡିଆ ବାଇବେଲ)
ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।