Song of Solomon 2:15 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି ।”
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା ଛୋଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”