Song of Solomon 2:17 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରିଯତମ, ଯେତବେେଳେ ଦିନ ଆ ସେ ଓ ଛାଇ ତୁମ୍ଭଠାରୁ ଗଡ଼ିୟାଏ, ଫରେିଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ଯ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରିୟତମ, ଯେତେବେଳେ ଦିନ ଆସେ ଓ ଛାଇ ତୁମ୍ଭଠାରୁ ଗଡ଼ିଯାଏ, ଫେରି ଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।