Song of Solomon 2:3 — Compare Translations

5 translations compared side by side

Odia - 1840
"ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ । ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ତକୁ ସ୍ଵାଦୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେହିପରି ଯୁବାମାନଙ୍କ ମଧ୍ୟରେ ପ୍ରିୟତମ। ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ ମୁଁ ପରମ ଆନନ୍ଦରେ ତାହାଙ୍କ ଛାୟା ତଳେ ବସିଲି ଓ ତାହାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।