Song of Solomon 2:6 — Compare Translations

5 translations compared side by side

Odia - 1840
"ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ବାମହସ୍ତ ମୋ’ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।