Song of Solomon 2:7 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମ ରେ ମାଠାେ ରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହବୋ ପର୍ୟ୍ଯନ୍ତ ପ୍ ରମେକୁ ଜଗାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ର-ସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମରେ ମୋ’ଠାରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହେବା ପର୍ଯ୍ୟନ୍ତ ପ୍ରେମକୁ ଜଗାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।