Song of Solomon 2:8 — Compare Translations

5 translations compared side by side

Odia - 1840
"ମୁଁ ମାରେ ପ୍ରିଯତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପ ରେ ଲୁଚି ଉପପର୍ବତଗଣ ଉପ ରେ ଡ଼ଇେଁ ଡ଼ଇେଁ ଆସୁ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ପୁନର୍ବାର କହିଲେ ମୁଁ ମୋର ପ୍ରିୟତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପରେ ଲୁଚି ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ତ ମୋ’ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।