Song of Solomon 2:9 — Compare Translations

5 translations compared side by side

Odia - 1840
"ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ପ୍ରିୟତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ୟ। ଦେଖ, ସେ ଝରକା ଦେଇ ଅନାଇ ଅଛନ୍ତି, ପ୍ରାଚୀର ପଛେ ଠିଆ ହୋଇଅଛନ୍ତି। ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।