Song of Solomon 3:1 — Compare Translations

5 translations compared side by side

Odia - 1840
"ରାତ୍ରି ରେ ବିଛଣା ରେ ମୁଁ ମାରେମନର ମଣିଷକୁ ଖାଜେିଲି ଯାହାକୁ ମୁଁ ପ୍ ରମେ କରେ। ମୁଁ ତାହାଙ୍କୁ ଖାଜେିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ରାତ୍ରିରେ ବିଛଣାରେ ମୁଁ ମୋର ନର ମଣିଷକୁ ଖୋଜିଲି ଯାହାକୁ ମୁଁ ପ୍ରେମ କରେ। ମୁଁ ତାହାଙ୍କୁ ଖୋଜିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।