Song of Solomon 3:10 — Compare Translations

5 translations compared side by side

Odia - 1840
"ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ ରମେ ନିମନ୍ତେ ୟିରୁଶାଲମର ଚତୁପାଶର୍‌ବର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ବାରା ସଜ୍ଜିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ଵାରା ପ୍ରେମରେ ମଣ୍ତିତ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।
Odia IRV 2017 (ଓଡିଆ ବାଇବେଲ)
ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।