Song of Solomon 3:11 — Compare Translations

5 translations compared side by side

Odia - 1840
"ଆଗୋ ସିୟୋନର କନ୍ଯାଗଣ, ତୁମ୍ଭମାନେେ ବାହା ରେ ୟାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନ ରେ ଓ ତାହାଙ୍କ ମନର ଆନନ୍ଦ ଦିନ ରେ ତାହାଙ୍କ ମାତା ତାହାଙ୍କୁ ସହେି ମୁକୁଟ ପିନ୍ଧାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନରେ ଓ ତାହାଙ୍କ ମନର ଆନନ୍ଦ ଦିନରେ ତାହାଙ୍କ ମାତା ତାହାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।