Song of Solomon 3:2 — Compare Translations

5 translations compared side by side

Odia - 1840
"ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖାଜେିବି। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।