Song of Solomon 3:4 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଛାଡି଼ବାର ଅଳ୍ପକ୍ଷଣ ପ ରେ ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାଙ୍କୁ ମାରେ ମାଆର ଗୃହର କଠାେରୀକୁ ନଇଗେଲି, ଯେଉଁଠା ରେ ମୁଁ ଗର୍ଭ ରେ ସଞ୍ଚାରିତ ହାଇେଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ୟିବାକୁ ଦଲେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ପରେ ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାହାଙ୍କୁ ମୋର ମାର ଗୃହର କୋଠରୀକୁ ନେଇଗଲି, ଯେଉଁଠାରେ ମୁଁ ଗର୍ଭରେ ସଞ୍ଚାରିତ ହୋଇଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ଯିବାକୁ ଦେଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।